ରାଜ୍ୟରେ ଆରୋଗ୍ୟ ଲାଭ କଲେ ଆଉ ୪ ହଜାର ୩୮୮ ଜଣ କରୋନା ଆକ୍ରାନ୍ତ

10

Get real time updates directly on you device, subscribe now.

ଭୁବନେଶ୍ୱର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଜି ଆଉ ୪ ହଜାର ୩୮୮ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାସହ ରାଜ୍ୟରେ ମୋଟ୍ ସୁସ୍ଥ ସଂଖ୍ୟା ୧୬୫୪୩୨ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More