ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିକିତ୍ସାଧୀନ ଅବସ୍ଥାରେ ୧୪ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ହଜାର ୭୧୮କୁ ବୃଦ୍ଧି ପାଇଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ଦିଆଯାଇଛି ।
Get real time updates directly on you device, subscribe now.

Recover your password.
A password will be e-mailed to you.