ରାଜ୍ୟରେ କରୋନାରେ ଆଉ ଜଣଙ୍କର ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି

8

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ କରୋନାରେ ଆଜି ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ଗଞ୍ଜାମ ଜିଲାର ୬୮ବର୍ଷୀୟ ପୁରୁଷ ହୋଇଥିବା ଜଣାପଡିଛି। ଏଥିସହିତ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୮ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More