ରାଜ୍ୟରେ କରୋନା ନେଲା ଆଉ ୧୦ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୨୯୬କୁ ବୃଦ୍ଧି

10

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ମଙ୍ଗଳବାର କରୋନା ଆଉ ୧୦ ଜଣଙ୍କ ଜୀବନ ନେଇଛି। ମୃତକଙ୍କ ମଧ୍ୟରୁ ୭ ଜଣ ପୁରୁଷ ଥିବା ବେଳେ ୩ଜଣ ମହିଳା ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୨୯୬କୁ ବୃଦ୍ଧି ହୋଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More