ରାଜ୍ୟରେ କରୋନା ନେଲା ଆଉ ୧୧ ଜୀବନ , ମୋଟ ମୃତ୍ୟୁ ସଂଖ୍ୟା ୭୨୧କୁ ବୃଦ୍ଧି

14

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଜି କରୋନା ଆଉ ୧୧ ଜଣଙ୍କ ଜୀବନ ନେଇଛି । ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୨୧କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସରକାରଙ୍କ ତରଫରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More