ରାଜ୍ୟରେ କରୋନା ନେଲା ଆଉ ୧୩ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୬୮୨କୁ ବୃଦ୍ଧି

15

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଦେଶରେ କାରୋନା ସଙ୍କ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ରାଜ୍ୟରେ ଆଜି କରୋନା ଆଉ ୧୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୮୨କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସରକାରଙ୍କ ତରଫରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More