ରାଜ୍ୟରେ କରୋନା ନେଲା ଆଉ ୧୫ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୭୩୬କୁ ବୃଦ୍ଧି

17

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ କାରୋନା ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି । ଆଜି ରାଜ୍ୟରେ ମହାମାରୀ କରୋନା ଆଉ ୧୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୩୬କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସରକାରଙ୍କ ତରଫରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More