ରାଜ୍ୟରେ କରୋନା ନେଲା ଆଉ ୧୬ ଜୀବନ; ମୋଟ ମୃତ୍ୟୁ ସଂଖ୍ୟା ୮୭୫କୁ ବୃଦ୍ଧି

27

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଆଜି ରାଜ୍ୟରେ ମାହାମାରୀ କରୋନା ଆଉ ୧୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮୭୫କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More