ରାଜ୍ୟରେ କରୋନା ନେଲା ଆଉ ୪ ଜୀବନ ; ମୋଟ ମୃତ୍ୟୁ ସଂଖ୍ୟା ୫୨କୁ ବୃଦ୍ଧି

10

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଗୁରୁବାର କରୋନା ଆଉ ୪ ଜଣଙ୍କ ଜୀବନ ନେଇଛି।  ଏଥିସହ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୫୦ ପାର କରିଛି। ରାଜ୍ୟରେ ବର୍ତ୍ତମାନ ମୋଟ ମୃତ୍ୟୁ ସଂଖ୍ୟା ୫୨କୁ ବୃଦ୍ଧି ହୋଇଛି । ୫୨ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୩୦ ଜଣ କରୋନାରେ ପ୍ରାଣ ହରାଇଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More