ରାଜ୍ୟରେ କରୋନା ନେଲା ଆଉ ୬ ମୁଣ୍ଡ, ମୋଟ ମୃତ୍ୟୁ ସଂଖ୍ୟା ୧୧୪କୁ ବୃଦ୍ଧି

18

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ କରୋନା ଭୂତାଣୁ ଆଉ ୬ ମୁଣ୍ଡ ନେଇଛି। ସେମାନଙ୍କ ମଧ୍ୟରୁ ୪ ଜଣ ପୁରୁଷ ଏବଂ ୨ ଜଣ ମହିଳା ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୧୪କୁ ବୃଦ୍ଧି ପାଇଛି। ୬ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲାର ୫ ଏବଂ ଖୋର୍ଦ୍ଧା ଜିଲାରୁ ଜଣେ ରହିଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More