ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ : ୨୪ଘଣ୍ଟାରେ ୧୮ ମାମଲା, ୧୬ ଗିରଫ

33

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୧୮ଟି ମାମଲା ଦାୟର କରାଯାଇଛି। ସେଥିରୁ ୧୪ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୨ଟି ହୋମ୍‌ କ୍ୱାରାଣ୍ଟାଇନ୍‌ ଉଲ୍ଲଂଘନ ପାଇଁ, ଗୋଟିଏ ଗୁଜବ ପ୍ରଚାର ପାଇଁ ଏବଂ ଆଉ ଗୋଟିଏ ଅନ୍ୟାନ୍ୟ କାରଣ ପାଇଁ ଅଟେ। ବିଭିନ୍ନ ଅଭିଯୋଗରେ ୧୬ ଜଣଙ୍କୁ ଗିରଫ କରାଯାଇଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More