ରାଜ୍ୟରେ ଦିନକୁ ଦିନ କାୟା ବିସ୍ତାର କରୁଛି କରୋନା : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯କୁ ବୃଦ୍ଧି

9

Get real time updates directly on you device, subscribe now.

ଭୁବନେଶ୍ଵର : ରାଜ୍ୟରେ ଆଉ ୩ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଦୁଇ ଜଣ ଆକ୍ରାନ୍ତ ବାଲେଶ୍ଵର ଜିଲାର ହୋଇଥିବା ବେଳେ ଜଣେ ଜଗତସିଂହପୁର ଜିଲାର ହୋଇଥିବା ଜଣାପଡ଼ିଛି। ଏଥିସହହିତ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More