ରାଜ୍ୟରେ ନୂଆ ୭ କରୋନା ସଂକ୍ରମିତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୮କୁ ବୃଦ୍ଧି

15

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା କ୍ରମାଗତ ଭାବେ ଦୁଇ ଦିନ ଧରି ଅପରିବର୍ତ୍ତିତ ରହିଥିବାବେଳେ ଆଜି ଆଉ ୭ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬୮ରେ ପହଂଚିଛି। ଗତକାଲି ସୁଦ୍ଧା ମୋଟ୍‍ ୧୦ ହଜାର ୬୪୧ଟି ନମୁନା ପରୀକ୍ଷା କରାଯାଇଥିବା ବେଳେ ୬୮ଟି ନମୁନା ପଜିଟିଭ୍‍ ଆସିଛି। ଏବେ ସକ୍ରିୟ ଭାବେ ୪୩ଜଣଙ୍କୁ ରାଜ୍ୟର ବିଭିନ୍ନ ସ୍ୱତନ୍ତ୍ର କୋଭିଡ୍‍ ହସ୍ପିଟାଲରେ ଚିକିତ୍ସା କରାଯାଉଥିବା ବେଳେ ୨୪ଜଣଙ୍କୁ ସୁସ୍ଥ ହେବା ପରେ ଡିସ୍‍ଚାର୍ଜ କରାଯାଇଛି। ପୂର୍ବରୁ ଏହି ସଂକ୍ରମଣରେ ଜଣଙ୍କର ମୃତ୍ୟୁ ହୋଇଥିଲା।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More