ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୦କୁ ବୃଦ୍ଧି

17

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ପଜିଟିଭ୍ ଜଣଙ୍କ ଝାରସୁଗଡା ଜିଲାର ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି । ଏଥି ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୦ ରେ ପହଞ୍ଚିଛି । ଆଜି ସକାଳେ ଗଞ୍ଜାମ ଜିଲାରୁ ଦୁଇ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଝାରସୁଗଡାର ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More