ରାଜ୍ୟରେ ପୁଣି ୩ କାରୋନା ପଜିଟିଭ୍ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୯୪କୁ ବୃଦ୍ଧି

10

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ସୋମବାର ପୁଣି ୩ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୯୪କୁ ବୃଦ୍ଧି ପାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ କଟକ, ଯାଜପୁର ଓ ମୟୁରଭଞ୍ଜର ଜଣେ ଲେଖାଏଁ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହା ସହ ଆଜି ଗୋଟିଏ ଦିନରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭କୁ ବୃଦ୍ଧି ପାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More