ରାଜ୍ୟରେ ପୁଣି ୩ ନୂଆ କରୋନା ଆକ୍ରାନ୍ତ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଲା

13

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) :  ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ରେ ପହଞ୍ଚିଛି । ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ  ୱେବସାଇଟରୁ ଏହି ସୂଚନା ମିଳିଛି । ଶନିବାର ରାତି ୧୦ଟା ସୁଦ୍ଧା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଥିବାବେଳେ ପରେ ଆଉ ୩ ଜଣ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଏହି ୩ ଆକ୍ରାନ୍ତ ସୁନ୍ଦରଗଡ଼ ଜିଲ୍ଲାର ବୋଲି ଜଣାପଡିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More