ରାଜ୍ୟରେ ପୁଣି ୪ କରୋନା ପଜିଟିଭ୍ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୫କୁ ବୃଦ୍ଧି

10

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଅହେତୁକ ଭାବେ ବୃଦ୍ଧି ପାଇବାରେ ଲାଗିଛି । ବୁଧବାର ଅପରାହ୍ନରେ ଜଗତସିଂହପୁରରୁ ୪ ଜଣ ଓ କେନ୍ଦ୍ରାପଡାରୁ ଜଣେ ମୋଟ ୫ଜଣ ପଜିଟିଭ ଚିହ୍ନଟ ହେବା ପରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୫ରେ ପହଞ୍ଚିଛି । ଆଜି ଗୋଟିଏ ଦିନରେ ରାଜ୍ୟରୁ ୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More