ରାଜ୍ୟରେ ପୂରଣ ହେବ ନର୍ସ ପଦ

11

Get real time updates directly on you device, subscribe now.

ଭୁବନେଶ୍ବର (ସଂଘର୍ଷ ମିଡିଆ) : – ନିଯୁକ୍ତି ପ୍ରକ୍ରିୟା ଉପରେ ଥିବା ଅନ୍ତରୀଣ ନିର୍ଦେଶରେ ପରିବର୍ତ୍ତନ କଲେ ମାନ୍ୟବର ହାଇକୋର୍ଟ । ହାଇକୋର୍ଟ ମେ’ ୧ର ଅନ୍ତରୀଣ ନିର୍ଦେଶରେ ପରିବର୍ତ୍ତନ କରିଛନ୍ତି । କେବଳ ଆବେଦନକାରୀ ଫାର୍ମାସିଷ୍ଟଙ୍କ ପାଇଁ ନିର୍ଦ୍ଦିଷ୍ଟ ପଦ ସଂରକ୍ଷିତ ରଖାଯିବ ବୋଲି ସୂଚନା ମିଳିଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More