ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ସୁସ୍ଥ ହେଲେଣି ମୋଟ୍ ୬୩ କରୋନା ଆକ୍ରାନ୍ତ

10

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଶୁକ୍ରବାର ସୁସ୍ଥ ହୋଇଥିବା ଆକ୍ରାନ୍ତ ଜଣକ ରାଉରକେଲାର ହୋିଥିବା ବେଳେ ଓଡ଼ିଶାରେ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା ୬୩କୁ ବୃଦ୍ଧି ପାଇଛି ।ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More