ରାଜ୍ୟରେ ସୁସ୍ଥ ହେଲେ ଆଉ ୨୦୧୫ କରୋନା ଆକ୍ରାନ୍ତ

13

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ସୋମବାର ଆଉ ୨ହଜାର ୧୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ  ଆରୋଗ୍ୟଙ୍କ ସଂଖ୍ୟା ୨ଲକ୍ଷ ୭୦ହଜାର ୧୩୦କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More