ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭ କରୋନା ଆକ୍ରାନ୍ତ

9

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ସୁସ୍ଥ ହେଲେ ଆଉ ୨୭ କରୋନା ଆକ୍ରାନ୍ତ । ବୁଧବାର ରାଜ୍ୟର ବିଭିନ୍ନ ଜିଲାରୁ ମୋଟ୍ ୨୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେବା ସହ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୩ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୁସ୍ଥ ହୋଇଥିବା ୨୭ ଜଣଙ୍କ ମଧ୍ୟରୁ ବାଲେଶ୍ବର ଜିଲ୍ଲାରୁ ୯ଜଣ, ଭୁବନେଶ୍ବରରୁ ୮ଜଣ, ଭଦ୍ରକରୁ ୪ଜଣ, ଗଞ୍ଜାମରୁ ୨ଜଣ, ସୁନ୍ଦରଗଡରୁ ୨ଜଣ, କୋରାପୁଟରୁ ଜଣେ ଏବଂ କେନ୍ଦୁଝରରୁ ଜଣେ ରହିଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More