ରାଜ୍ୟରେ ସୁସ୍ଥ ହେଲେ ଆଉ ୨୯୦ କରୋନା ଆକ୍ରାନ୍ତ, ମୋଟ ଆରୋଗ୍ୟଙ୍କ ସଂଖ୍ୟା ୬,୨୨୪କୁ ବୃଦ୍ଧି

37

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ରବିବାର ୨୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୬,୨୨୪କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More