ରାଜ୍ୟରେ ସୁସ୍ଥ ହେଲେ ଆଉ ୨ କରୋନା ଆକ୍ରାନ୍ତ

10

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) :  ରାଜ୍ୟରେ ଆଉ ୨କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇଥିବା ଦୁଇଜଣ ଭୁବନେଶ୍ୱରର ବୋଲି ଜଣାପଡ଼ିଛି । ଏହାସହ ଓଡ଼ିଶାରେ ମୋଟ  ୩୭ଜଣ କେରାନା ରୋଗୀ ଚିକିତ୍ସା ପରେ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More