ରାଜ୍ୟରେ ସୁସ୍ଥ ହେଲେ ଆଉ ୫ କରୋନା ରୋଗୀ, ଏଥିସହ ମୋଟ ୨୯ ଜଣ ସୁସ୍ଥ

13

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ମଙ୍ଗଳବାର ଆଉ ୫ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ କରୋନା ରୋଗୀ ୨୯ ଜଣ ସୁସ୍ଥ ହୋଇଛନ୍ତି । ସୁସ୍ଥ ହୋଇଥିବା କରୋନା ରୋଗୀ ସମସ୍ତ  ଭୁବନେଶ୍ବର, ଢେଙ୍କାନାଳ, କଳାହାଣ୍ଡି, ସୁନ୍ଦରଗଡ଼ ଓ କେନ୍ଦ୍ରାପଡା ବୋଲି ଜଣାପଡ଼ିଛି। ଏ ନେଇ ରାଜ୍ୟ  ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More