ରାଜ୍ୟରେ ସୁସ୍ଥ ହେଲେ ଆଉ ୮୦ କରୋନା ଆକ୍ରାନ୍ତ ; ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧,୩୨୫କୁ ବୃଦ୍ଧି

10

Get real time updates directly on you device, subscribe now.

ଭୁବନେଶ୍ଵର( ସଂଘର୍ଷ ମିଡିଆ ) : ରଜ୍ୟରେ ମଙ୍ଗଳବାର ୮୦ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧,୩୨୫କୁ ବୃଦ୍ଧି ହୋଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭିଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More