ରାଜ୍ୟରେ ୨୪୫ ନୂଆ ସଂକ୍ରମିତ ଚିହ୍ନଟ, ମୋଟ ଆକ୍ରାନ୍ତ ସଂଖ୍ୟା ୬୮୫୯କୁ ବୃଦ୍ଧି

13

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ସୋମବାର ଆଉ ୨୪୫ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୩୧ ଜଣ କ୍ବାରେଣ୍ଟାଇନ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୩୧ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More