ରାଜ୍ୟରେ ୨୪ ଘଣ୍ଟାରେ ୩, ୪୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

11

Get real time updates directly on you device, subscribe now.

ଭୁବନେଶ୍ୱର ( ସଂଘର୍ଷ ମିଡିଆ ) : ରାଜ୍ୟରେ ୨୪ ଘଣ୍ଟାରେ ୩,୪୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୨ ହଜାର ୦୧୭ ସଙ୍ଗରୋଧ କେନ୍ଦ୍ରରୁ ଓ ୧ ହଜାର ୪୨୬ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ଏ ନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More