ରାଜ୍ୟରେ ୩ରେ ପହଞ୍ଚିଲା କରୋନା ମୃତ୍ୟୁ ସଂଖ୍ୟା

9

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଜି କରୋନାରେ ଆଉ ଜଣଙ୍କର ମୃତ୍ୟୁ ହୋଇଛି। ମୃତ ବ୍ୟକ୍ତି ଜଣକ ଗଞ୍ଜାମ ଜିଲ୍ଲାର। ରାଜ୍ୟରେ ମୋଟ ମୃତ୍ୟୁସଂଖ୍ୟା ୩କୁ ବୃଦ୍ଧି ପାଇଛି। ପୂର୍ବରୁ ରାଜ୍ୟରେ ୨ ଜଣଙ୍କ ମୃତ୍ୟୁ ହୋଇଥିଲା।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More