ରାଜ୍ୟରେ ୩ ନୂଆ କାରୋନା ଆକ୍ରାନ୍ତ ପଶ୍ଚିମବଙ୍ଗରୁ ଫେରିଥିଲେ

9

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ବୁଧବାର ଚିହ୍ନଟ ହୋଇଥିବା ନୂଆ ୩ ଆକ୍ରାନ୍ତଙ୍କର ପଶ୍ଚିମବଙ୍ଗ ଲିଙ୍କ୍‌ ରହିଛି। ଏହି ୩ ଜଣ ନିକଟରେ କଲକାତାରୁ ଫେରିଥିଲେ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ୩ ଆକ୍ରାନ୍ତଙ୍କ ମଧ୍ୟରେ କେନ୍ଦୁଝର ପଞ୍ଚପଲ୍ଲୀ ଅଞ୍ଚଳର ୬୦ ବର୍ଷୀୟ ବୃଦ୍ଧ, ଝାରସୁଗୁଡ଼ା ଜିଲା ବ୍ରଜରାଜନଗରର ୧୮ ବର୍ଷୀୟା ଯୁବତୀ ଏବଂ ଦେବଗଡ଼ ଜିଲା ବାସୁଦେବପୁର ଅଞ୍ଚଳର ୩୪ ବର୍ଷୀୟ ଯୁବକ ରହିଛନ୍ତି। ସମସ୍ତ ଆକ୍ରାନ୍ତ କ୍ବାରେଣ୍ଟାଇନରେ ରହିଥିବା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More