ରାଜ୍ୟରେ ୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସଂକ୍ରମିତ ସଂଖ୍ୟା ୬୧୧କୁ ବୃଦ୍ଧି

14

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଓଡ଼ିଶାରେ ୭୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୁରୁବାର ସକାଳେ ଏ ସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଫଳରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୬୧୧ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ଏବେ ସୁଦ୍ଧା ୪୬୫ ସଂକ୍ରମିତ ସକ୍ରିୟ ଥିବାବେଳେ ୧୪୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩ ଜଣଙ୍କ ମୃତ୍ୟୁ ଘଟିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More