ରାଜ୍ୟର ଚିନ୍ତା ବଢାଇଲେ ପ୍ରବାସୀ ଓଡିଆ, ଆଜି ଚିହ୍ନଟ ୫୮ ଜଣଙ୍କ ମଧ୍ୟରୁ ୪୧ ସୁରତ ଫେରନ୍ତା

14

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା ୫୮ ଆକ୍ରାନ୍ତ ଓ ମୃତକଙ୍କ ବିଷୟରେ ସବିଶେଷ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର । ଆଜି ଚିହ୍ନଟ ୫୮ ଜଣଙ୍କ ମଧ୍ୟରୁ ୫୭ ଜଣ ବାହାର ରାଜ୍ୟ ଫେରନ୍ତା ହୋଇଥିବା ବେଳେ ଅନ୍ୟ ଜଣେ ଆକ୍ରାନ୍ତ ଅନୁଗୁଳ ଜିଲ୍ଲାର ସ୍ଥାନୀୟ ବାସିନ୍ଦା ବୋଲି ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More