ରାଜ୍ୟର ସବୁ କୋଭିଡ଼ ହସ୍ପିଟାଲର ହେବ ଫାୟାର ସେପ୍ଟିଂ ଯାଞ୍ଚ : ଅଗ୍ନିଶମ ଡିଜି ସତ୍ୟଜିତ ମହାନ୍ତି

10

Get real time updates directly on you device, subscribe now.

ଭୁବନେଶ୍ୱର ( ସଂଘର୍ଷ ମିଡିଆ ) : ରାଜ୍ୟର ସବୁ କୋଭିଡ଼ ହସ୍ପିଟାଲର ଅଗ୍ନି ନିର୍ବାପକ ବ୍ୟବସ୍ଥା  ଯାଞ୍ଚ କରାଯିବ । କୋଭିଡ଼ ହସ୍ପିଟାଲରେ ଅଧିକାରୀମାନେ ଫାୟାର ସେପ୍ଟିଂ ବ୍ୟବସ୍ଥା ଯାଞ୍ଚ କରିବେ । ଏନେଇ ନିର୍ଦେଶ ଦେଇଛନ୍ତି ରାଜ୍ୟ ଅଗ୍ନିଶମ ଡିଜି ସତ୍ୟଜିତ ମହାନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More