ରାଜ୍ୟର ୧୬ ଜିଲ୍ଲାରୁ ୭୫ କରୋନା ଆକ୍ରାନ୍ତ ଚିହ୍ନଟ ; ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୮୫୬କୁ ବୃଦ୍ଧି

12

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମି9ଦିଅ ) : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୭୫ କରୋନା ଆକ୍ରାନ୍ତ । ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୨୮୫୬ରେ ପହଞ୍ଚିଛି । ସେହିପରି କରୋନାରେ ଆଉ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି । ଏହି ମୃତକଙ୍କୁ ମିଶାଇ ମୋଟ ମୃତକଙ୍କ ସଂଖ୍ୟା ୯ରେ ପହଞ୍ଚିଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More