ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଏ ସଂପର୍କରେ ସେ ନିଜେ ଟ୍ଵିଟ୍ କରି ସୂଚନା ଦେଇଛନ୍ତି। ତେବେ ସେ ହୋମ୍ ଆଇସୋଲେସନରେ ଥିବା ଜଣାଇଛନ୍ତି। ଅନ୍ୟପକ୍ଷରେ ବିଗତ କିଛି ଦିନ ହେବ ତାଙ୍କ ସଂଶ୍ପର୍ଷରେ ଆସିଥିବା ଲୋକମାନେ ନମୁନା ପରୀକ୍ଷା କରାଇ ନେବାକୁ ସେ ଅନୁରୋଧ କରିଛନ୍ତି।