ରାଜ୍ୟ​‌ରେ ଆଉ ୪୫୬ ପଜିଟିଭ୍ ଚିହ୍ନଟ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯୫୨୬କୁ ବୃଦ୍ଧି

10

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟରେ ଆଜି ଆଉ ୪୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ୯୫୨୬ରେ ପହଞ୍ଚିଛି ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More