ରାଜ୍ୟ ଅତିଥି ଭବନରୁ ରାଜ୍ୟ କାମ କରିବେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

22

Get real time updates directly on you device, subscribe now.

ଭୁବନେଶ୍ଵର(ସଂଘର୍ଷ ମିଡିଆ) : ରାଜ୍ୟ ଅତିଥି ଭବନରୁ ରାଜ୍ୟ କାମ କରିବେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ ଅତିଥି ଭବନର ପ୍ରଥମ ମହଲାରେ ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ କରାଯାଇଛି। ନୂଆ କାର୍ଯ୍ୟାଳୟ ହେବା ପର୍ଯ୍ୟନ୍ତ ସେହିଠାରେ ହିଁ ଚାଲିବ ରାଜ୍ୟ କାର୍ଯ୍ୟ। ଗୁରୁବାର ପୁରୀରୁ ଫେରିବା ପରେ ନୂଆ ମୁଖ୍ୟମନ୍ତ୍ରୀ ଅତିଥି ଭବନରେ ପହଞ୍ଚି ନିଜ କାର୍ଯ୍ୟ ଆରମ୍ଭ କରିଛନ୍ତି। ପୁରୀରୁ ଫେରି ରାଜ୍ୟ ଅତିଥି ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବୈଠକ କରିଛନ୍ତି। ସରକାରୀ ଅଧିକାରୀମାନଙ୍କୁ ଡାକି ସେମାନଙ୍କ ସହ ଆଲୋଚନା କରିଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More