ରାଜ୍ୟ ବିଧାନସଭାର ୫ କର୍ମଚାରୀ କରୋନାରେ ଆକ୍ରାନ୍ତ

23

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ରାଜ୍ୟ ବିଧାନସଭାର ୫  ଜଣ କର୍ମଚାରୀ କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି। ୩ ଦିନ ତଳେ ସେମାନଙ୍କ ନମୁନା ସଂଗ୍ରହ ହୋଇ ପରୀକ୍ଷା ପାଇଁ ପଠାଯାଇଥିଲା। ଆଜି ସେମାନଙ୍କର ରିପୋର୍ଟ ପଜିଟିଭ ଆସିଥିବା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏହା ସହିତ ବିଧାନସଭାକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ କରିବାକୁ ବାଚସ୍ପତି ଘୋଷଣା କରିଛନ୍ତି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More