ଲଘୁଚାପ ପ୍ରଭାବରେ ମୌସୁମି ସକ୍ରିୟ, ପ୍ରବଳ ବର୍ଷିବ

46

Get real time updates directly on you device, subscribe now.

ଭୁବନେଶ୍ୱର ( ସଂଘର୍ଷ ମିଡିଆ ) : ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଏବେ ଉତ୍ତର ବଙ୍ଗୋପସାଗରର ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳରେ ରହିଛି। ଆସନ୍ତା ୨୪ଘଣ୍ଟା ଭିତରେ ଏହା ଅଧିକ ଘନୀଭୂତ ହେବ। ଏହାର ପ୍ରଭାବରେ ମୌସୁମି ସକ୍ରିୟ ହୋଇଛି ଏବଂ ଆସନ୍ତା ଦୁଇଦିନ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More