ଶପଥ ଗ୍ରହଣ କଲେ ଓଡ଼ିଶା ହାଇକୋର୍ଟର ୩୧ ତମ ମୁଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ

9

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଓଡ଼ିଶା ହାଇକୋର୍ଟର ୩୧ ତମ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ ମହମ୍ମଦ ରଫିକ ଶପଥ ଗ୍ରହଣ କରିଛନ୍ତି। ସୋମବାର ଓଡ଼ିଶା ଲୋକସେବା ଭବନରେ ଆୟୋଜିତ ଏକ ସମାରୋହରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଜଷ୍ଟିସ ରଫିକଙ୍କୁ ପଦ ଓ ଗୋପନୀୟତାର ସହ ଶପଥ ପାଠ କରାଇଛନ୍ତି। ସମାରୋହରେ ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଓ ବିଚାରପତିଙ୍କ ସମେତ ମନ୍ତ୍ରିମଣ୍ଡଳର ସଦସ୍ୟ, ମୁଖ୍ୟ ଶାସନ ସଚିବ ଏବଂ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More