ଶପଥ ନେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

19

Get real time updates directly on you device, subscribe now.

ଭୁବନେଶ୍ବର(ସଂଘର୍ଷ ମିଡିଆ) : ଆଜିଠାରୁ ଓଡ଼ିଶାରେ ଆରମ୍ଭ ହୋଇଛି ବିଜେପି ସରକାର। ଜନତା ମଇଦାନନରେ ଆୟୋଜିତ ଭବ୍ୟ ସମାରୋହରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହୋଇଛି। ପ୍ରଥମେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ମୋହନ ଚରଣ ମାଝୀ ଶପଥ ପାଠ କରିଥିଲେ। ଏହାପରେ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡାଙ୍କ ସମେତ ୮ ଜଣ ବିଧାୟକ କ୍ୟାବିନେଟ ମନ୍ତ୍ରୀ ଓ ୫ ଜଣ ବିଧାୟକ ରାଷ୍ଟ୍ରମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିଲେ। ଓଡିଶାର  ରାଜ୍ୟପାଳ ରଘୁବର ଦାସ ମୁଖମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼, ୮କ୍ୟାବିନେଟ ମନ୍ତ୍ରୀ ଏବଂ ୫ ରାଷ୍ଟ୍ରମନ୍ତ୍ରୀଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି । ଏଥିସହ ଓଡିଶାରେ ଆରମ୍ଭ ହେଇଛି ମୋହନ ମାଝୀଙ୍କ ସରକାର।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More