ଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଛି ।

32

Get real time updates directly on you device, subscribe now.

 Share

ଭୁବେନେଶ୍ବର(ସଂଘର୍ଷ ମିଡିଆ) : – 

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ । ପୂର୍ବରୁ ଗୀତାଙ୍କ ସ୍ୱାମୀଙ୍କ ମଧ୍ୟ ପରଲୋକ ହୋଇସାରିଛି । ଗୀତା ମେହେଟ୍ଟାଙ୍କ ସ୍ୱାମୀ ସୋନୀ ମେହେଟ୍ଟାଙ୍କ ୨୦୧୯ରେ ପରଲୋକ ହୋଇଥିଲା ।

ଶିଷ୍ଟ ଲେଖିକା ଗୀତା ମେହେଟ୍ଟାଙ୍କ ପରଲୋକ ହୋଇଛି । ଆଜି ଦିଲ୍ଲୀ ସ୍ଥିତ ବାସଭବନରେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ଗୀତା ମେହେଟ୍ଟା । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା । ଗୀତା ମେହେଟ୍ଟା ହେଉଛନ୍ତି ବିଜୁ ପଟ୍ଟନାୟକଙ୍କ ଏକମାତ୍ର ଝିଅ ।  

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ । ପୂର୍ବରୁ ଗୀତାଙ୍କ ସ୍ୱାମୀଙ୍କ ମଧ୍ୟ ପରଲୋକ ହୋଇସାରିଛି । ଗୀତା ମେହେଟ୍ଟାଙ୍କ ସ୍ୱାମୀ ସୋନୀ ମେହେଟ୍ଟାଙ୍କ ୨୦୧୯ରେ ପରଲୋକ ହୋଇଥିଲା ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More