ଶ୍ରୀ ଶ୍ରୀ ସିଦ୍ଧ ବଳଦେବ ଜୀଉଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ

94

Get real time updates directly on you device, subscribe now.

କେନ୍ଦ୍ରାପଡ଼ା ( ସଂଘର୍ଷ ମିଡିଆ ) : – ଆଜି ତୁଳସୀକ୍ଷେତ୍ରର ଆରାଧ୍ୟ ଦେବତା ମହାପ୍ରଭୁ ଶ୍ରୀ ଶ୍ରୀ ସିଦ୍ଧ ବଳଦେବଜୀଉଙ୍କ ଗଜ ଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇଯାଇଛି । ଶ୍ରୀ ଜୀଉଙ୍କ ଦର୍ଶନ ନିମନ୍ତେ ବଡଦାଣ୍ଡ ଲୋକ ଗହଳିରେ ପରିପୂର୍ଣ ହୋଇ ଯାଇଥିଲା ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More