ସମ୍ବଲପୁରରେ ପହଞ୍ଚିଲା ଶ୍ରୀ ମନ୍ଦିର ଚାରିଦ୍ବାର ଓ ରତ୍ନଭଣ୍ଡାର ଖୋଲିବା ଦାବିରେ ଭକ୍ତ ଜାଗରଣ ଜନସମ୍ପର୍କ ଯାତ୍ରା

50

Get real time updates directly on you device, subscribe now.

ପୁରୀ(ସଂଘର୍ଷ ମିଡିଆ) : – ଶ୍ରୀ ଜଗନ୍ନାଥ ସେନା ପକ୍ଷରୁ ଶ୍ରୀ ମନ୍ଦିର ଚାରିଦ୍ବାର ଓ ରତ୍ନଭଣ୍ଡାର ଖୋଲାଯିବା ଦାବିରେ ଚାଲିଥିବା ରାଜ୍ୟ ବ୍ୟାପୀ ଭକ୍ତ ଜାଗରଣ ଜନସମ୍ପର୍କ ଯାତ୍ରା କାର୍ଯ୍ୟକ୍ରମ ଆଜି ପଶ୍ଚିମ ଓଡ଼ିଶାର ସମ୍ବଲପୁରରେ ପହଞ୍ଚିଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More