ସମ୍ମାନ ଭାରତ ରତ୍ନ ଉପାଧିରେ ଭୂଷିତ ଅବସରରେ , ବାଲୁକା ଚିତ୍ରକଳାରେ ପୁର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଶୁଭେଚ୍ଛା

94

Get real time updates directly on you device, subscribe now.

ପୁରୀ(ସଂଘର୍ଷ ମିଡିଆ) : – ପୂର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ ଉପାଧିରେ ଭୂଷିତ କରାଯିବ। ଏହି ଘୋଷଣା ହେବା ପରେ ତାଂକ ସମର୍ଥକଙ୍କ ଗହଣରେ ଖୁସିର ଲହରୀ ଖେଳିଯାଇଛି। ଏହି ଅବସରରେ ବାଲୁକା ଚିତ୍ର ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ନୀଳାଦ୍ରି ବିଚ୍ ରେ ଏକ ସୁନ୍ଦର ବାଲୁକା ଚିତ୍ରକଳା କରି ପୁର୍ବତନ ଉପ ପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ଶୁଭେଚ୍ଛା ଦେଇଛନ୍ତି। ଏହି ସୁନ୍ଦର ବାଲୁକା ଚିତ୍ରକଳାରେ ଲାଲକୃଷ୍ଣ ଆଡଭାନୀଙ୍କ ଏକ ପ୍ରତିକୃତି କରିଛନ୍ତି ସୁଦର୍ଶନ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More