ସୁନାଚେନ୍ ଜବତ, ଲୁଟେରା ଗିରଫ

13

Get real time updates directly on you device, subscribe now.

ପୁରୀ(ସଂଘର୍ଷ ମିଡିଆ) :- ଗୁଣ୍ଡିଚା ମନ୍ଦିର ନିକଟରେ ଜଣେ ଶ୍ରଦ୍ଧାଳୁଙ୍କ ବେକରୁ ସୁନାଚେନ୍ ଲୁଟ୍ କରିବା ଅଭିଯୋଗରେ କୁମ୍ଭାରପଡ଼ା ଥାନା ଜଣକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲା ଢ଼େଙ୍କାନାଳ ଟାଉନ ଥାନା ଅନ୍ତର୍ଗତ ଦୁର୍ଗାବଜାରର ବିକ୍ରମ ବିଶ୍ୱାଳ(୩୮) । ଅଭିଯୁକ୍ତ ଠାରୁ ୧୧ଗ୍ରାମର ସୁନାଚେନ୍ ଜବତ ହୋଇଛି । ଏନେଇ ପୁଲିସ ଏକ ମାମଲା(ନଂ-୧୨୬/୨୩) ରୁଜୁ କରି ଅଭିଯୁକ୍ତକୁ ରବିବାର କୋର୍ଟ ଚାଲାଣ କରିଛି । ଜାମିନ ଖାରଜ ହେବାରୁ ତାକୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More