ସ୍ଵର୍ଗଦ୍ୱାରରେ ଶବଦାହ କଟକଣା ଅକ୍ଟୋବର ୩୧ ପର୍ଯ୍ୟନ୍ତ ବୃଦ୍ଧି

12

Get real time updates directly on you device, subscribe now.

ପୁରୀ ( ସଂଘର୍ଷ ମିଡିଆ ) : କରୋନା ମହାମାରୀକୁ ଦୃଷ୍ଟିରେ ରଖି ସ୍ଵର୍ଗଦ୍ୱାରଠାରେ ବାହାର ଜିଲ୍ଲା ଏବଂ ଅନ୍ୟରାଜ୍ୟର ବ୍ୟକ୍ତିଙ୍କ ଶବଦାହ ଏବଂ ମହୋଦଧିରେ ଅସ୍ଥି ବିସର୍ଜନ ଉପରେ ଜାରି କଟକଣାକୁ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ମାତ୍ର କୋଭିଡ ନୀୟମ ଅନୁପାଳନ କରି ପୁରୀ ଜିଲ୍ଲାବାସିନ୍ଦା ସ୍ଵର୍ଗଦ୍ୱାରଠାରେ ସେମାନଙ୍କ ସଂପର୍କୀୟଙ୍କ ଶବଦାହ ସହ ସମୁଦ୍ରରେ ଅସ୍ଥି ବିସର୍ଜନ କରିପାରିବେ । ଜିଲ୍ଲା ମଧ୍ୟକୁ ଆସୁଥିବା ବାହାର ଜିଲ୍ଲା ଓ ରାଜ୍ୟର ଶବାଧାର ଉପରେ ନଜର ରଖିବାକୁ ସଂପୃକ୍ତ ତହସିଲଦାର ଓ ଆଇଆଇସି ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More