ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ସମୟରେ ଅଘଟଣ, ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଦଉଡ଼ି ଛିଡ଼ି ୬ ଆହତ

13

Get real time updates directly on you device, subscribe now.

ପୁରୀ:(ସଂଘର୍ଷ ମିଡିଆ) : – ପୁରୀରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ସମୟରେ ଏକ ଅଘଟଣ ଘଟିଛି। ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଦଉଡ଼ି ଛିଡ଼ିବାରୁ ୬ ଜଣ ଆହତ ହୋଇଛନ୍ତି। ମାର୍କେଟ ଛକ ନିକଟରେ ଏହି ଅଘଟଣ ଘଟିଛି। ଆହତଙ୍କ ମଧ୍ୟରେ ଜଣେ ଭୋଇ ସେବାୟତ ଓ ୫ ଜଣ ଭକ୍ତ ଥିବା ସୂଚନା ମିଳିଛି। ସମସ୍ତ ଆହତଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More