+୩ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ

11

Get real time updates directly on you device, subscribe now.

ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ଯୁକ୍ତ ତିନି କଲେଜ(ଡିଗ୍ରୀ କଲେଜ, ସେଲ୍ଫ ଫାଇନାସିଂ କଲେଜ, ସଂସ୍କୃତ କଲେଜ)ରେ ସ୍ନାତକ(+୩) ନାମଲେଖା ପାଇଁ ସୋମବାର ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇଛି।  ରାଜ୍ୟରେ +୩ ନାମଲେଖା ପାଇଁ  ୨,୧୩,୯୫୯ ଛାତ୍ରଛାତ୍ରୀ ଆବେଦନ କରିଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ୧ ,୫୮, ୫୪୦ ମନୋନୀତ ହୋଇଛନ୍ତି ।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More