ଭୁବନେଶ୍ଵର ( ସଂଘର୍ଷ ମିଡିଆ ) : ଉଚ୍ଚ ଶିକ୍ଷା ଅଧୀନରେ ଥିବା ସମସ୍ତ ଡିଗ୍ରୀ କଲେଜରେ ୨୦୨୦-୨୧ ଶିକ୍ଷାବର୍ଷର +୩ ପ୍ରଥମ ବର୍ଷରେ ସ୍ପଟ ଆଡ୍ମିଶନ୍ ପାଇଁ ଉଚ୍ଚଶିକ୍ଷା ବିଭାଗ ଆଜି ବିଜ୍ଞପ୍ତି ପ୍ରକାଶ କରିଛି। ନଭେମ୍ବର ୯ରେ ଖାଲିଥିବା ସିଟ୍ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯିବ ବୋଲି ବିଜ୍ଞପ୍ତିରେ ଦର୍ଶାଯାଇଛି।