ଜି.ଉଦୟଗିରି ବିଧାନସଭା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀଙ୍କ ବାଜିମାତ

18

Get real time updates directly on you device, subscribe now.

ଜି.ଉଦୟଗିରି(ସଂଘର୍ଷ ମିଡିଆ) : ଚଳିତ ସାଧାରଣ ନିର୍ବାଚନରେ କନ୍ଧମାଳ ଜିଲାର ଜି.ଉଦୟଗିରି ବିଧାନସଭା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀଙ୍କ ବାଜିମାତ ହୋଇଥିବା ଜଣାପଡିଛି।  ଜି.ଉଦୟଗିରି ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ ବିଜୟୀ ହୋଇଛନ୍ତି।  ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ ୨୦ଟି ଟେବୁଲରେ ୨୨ ରାଉଣ୍ଡ ଭୋଟ ଗଣତି ହୋଇଥିଲା।

Get real time updates directly on you device, subscribe now.

Leave A Reply

Your email address will not be published.

This website uses cookies to improve your experience. We'll assume you're ok with this, but you can opt-out if you wish. Accept Read More